ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସିର୍ସାସ୍ଥିତ ଆଶ୍ରମରେ ଦୁଇଜଣ ଶିଷ୍ୟାଙ୍କୁ ବଳାତ୍କାର କରିବା ଅଭିଯୋଗରେ ରୋହତକର ସୁନାରିୟା ଜେଲରେ ୨୦ ବର୍ଷର ସଜା କାଟୁଥିବା ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ହରିୟାଣା ସରକାର ପୁଣିଥରେ ୪୦ଦିନିଆ ପାରୋଲ ମଞ୍ଜୁର କରିଛନ୍ତି। ସେ ଆଜି ସକାଳ ସାଢ଼େ ୬ଟା ସମୟରେ ଜେଲରୁ ବାହାରିଥିବା ଜଣାଯାଇଛି। ସେ ସିର୍ସାସ୍ଥିତ ନିଜର ଡେରା ଅଭିମୁଖେ ଯାଇଥିବାର ସୂଚନା ରହିଛି। ଏହା ପୂର୍ବରୁ ଗତ ଏପ୍ରିଲ୍ ମାସରେ ମଧ୍ୟ ତାଙ୍କୁ ୨୧ ଦିନିଆ ପାରୋଲ ମିଳିଥିଲା।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..