ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍ର ନାମାଙ୍କନ ଦାଖଲ କରିଛନ୍ତି। ଚତୁର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସର ସମର୍ଥନରେ ଡ.ଦତ୍ତେଶ୍ୱର ହୋତା ସାଧାରଣ ପ୍ରାର୍ଥୀ ଭାବରେ ଲଢ଼ୁଛନ୍ତି। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଛନ୍ତି ଏବଂ ଚତୁର୍ଥ ଆସନରେ ସ୍ୱାଧୀନ ଭାବରେ (ଭାଜପା ସମର୍ଥନରେ) ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି। ତେଣୁ ଚତୁର୍ଥ ଆସନ ପାଇଁ ରୋଚକ ପ୍ରତିଦ୍ୱନ୍ଦ୍ୱିତା ହେବ। ନିର୍ବାଚନ ମାର୍ଚ୍ଚ ୧୬ ତାରିଖରେ ହେବ। ଚତୁର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସର ସମର୍ଥନରେ ଡ.ଦତ୍ତେଶ୍ୱର ହୋତା ସାଧାରଣ ପ୍ରାର୍ଥୀ ଭାବରେ ଲଢ଼ୁଛନ୍ତି। ଭାଜପା ପକ୍ଷରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଛନ୍ତି ଏବଂ ଚତୁର୍ଥ ଆସନରେ ସ୍ୱାଧୀନ ଭାବରେ (ଭାଜପା ସମର୍ଥନରେ) ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି। ତେଣୁ ଚତୁର୍ଥ ଆସନ ପାଇଁ ରୋଚକ ପ୍ରତିଦ୍ୱନ୍ଦ୍ୱିତା ହେବ। ନିର୍ବାଚନ ମାର୍ଚ୍ଚ ୧୬ ତାରିଖରେ ହେବ।






More Stories
ନାମାଙ୍କନ ଭରିଲେ ମନମୋହନ-ସୁଜିତ୍-ଦିଲ୍ଲୀପ୍……
ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ…..
ରାଜନୀତି ରଙ୍ଗ ଭଲ…..