ରିପୋର୍ଟ କାର୍ଡ / ବ୍ରହ୍ମପୁର
ବ୍ରହ୍ମପୁର ଏମକେସିଜି ମେଡିକାଲର ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ ଘଟିଛି । ୱାର୍ଡରୁ ଧୂଆଁ ବାହାରିବାରୁ ରୋଗୀ ବାହାରକୁ ଚାଲି ଆସିଥିବା ଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତକରିଛି | ତେବେ କେଉଁ ପରିସ୍ଥିତିରେ ଧୂଆଁ ବାହାରୁଛି, ତାହା ସ୍ପଷ୍ଟ ହୋଇନି । ଘଟଣାକୁ ନେଇ ଲୋକମାନଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି । ଅନ୍ୟପଟେ ମେଡିକାଲ ପକ୍ଷରୁ ଘଟଣାର ଘଟଣାର ତଦନ୍ତ ଚାଲିଛି, କିନ୍ତୁ ଏସମ୍ପର୍କରେ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବୟାନ ଦିଆଯାଇ ନାହିଁ ।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..