ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି ବିଧାୟକ ଅଧିରାଜ ପାଣିଗ୍ରାହୀ। ସେ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଛନ୍ତି। ଦୀର୍ଘ ୨୫ ବର୍ଷ ଧରି ସେବା କରିବାକୁ ସୁଯୋଗ ଦେଇଥିବାରୁ କଂଗ୍ରେସକୁ ଧନ୍ୟବାଦ ଦେଇଛନ୍ତି ଅଧିରାଜ । ଆଜି ଅଧିରାଜ ବିଜେଡିରେ ମିଶିବେ ବୋଲି ସୂଚନା ମିଳିଛି। ନିର୍ବାଚନ ମଣ୍ଡଳୀର ଜନସାଧାରଣ ଓ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି କଂଗ୍ରେସ ଛାଡିଥିବା କହିଛନ୍ତି ଅଧିରାଜ।






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..