ରିପୋର୍ଟ କାର୍ଡ଼ /ଭୁବନେଶ୍ୱର
ବିଧାୟିକା ଭାବେ ଶପଥ ନେଇଛନ୍ତି ବର୍ଷା ସିଂ ବରିହା। ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ସମୟରେ ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ରୀତା ସାହୁ ଓ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଉପସ୍ଥିତି ଥିଲେ।






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..