ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ତଳସରା ବିଧାୟକ ଭବାନୀ ଶଙ୍କର ଭୋଇଙ୍କୁ ଉପ ବାଚସ୍ପତି ପ୍ରାର୍ଥୀ କରିଛି। ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଏହି ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଭବାନୀ ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ। ତେବେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..