ରିପୋର୍ଟ କାର୍ଡ / ଜଗତସିଂହପୁର
ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ବିବାହ କରିବାକୁ ଯାଉଛନ୍ତି | ବାନ୍ଧବୀ ସୋମାଲିକା ଦାଶଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶେଷ ମୁହୂର୍ତ୍ତରେ ବିବାହ ନିଷ୍ପତ୍ତିରୁ ଓହରି ଯିବା ନେଇ ଯୌନ ନିର୍ଯାତନା ଓ ପ୍ରତାରଣାର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରି ସମୟରେ ପ୍ରତ୍ୟୁଷା ନନ୍ଦ ନାମ୍ନୀ ଜଣେ ମହିଳାଙ୍କୁ ବିବାହ କରିବାକୁ କଟକସ୍ଥିତ ସବରେଜିଷ୍ଟ୍ରାର କାର୍ଯ୍ୟାଳୟରେ ବିଜୟ ଶଙ୍କର ଆବେଦନ କରିଥିବା ଜଣାପଡ଼ିଛି ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..