ରିପୋର୍ଟ କାର୍ଡ / ଭୁବନେଶ୍ୱର
ଧାମନଗର ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ହୋଇଛି | ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି | ବିଷ୍ଣୁସେଠୀ କିଡନୀ ରୋଗରେ ପିଡିତ ହୋଇ ଏମ୍ସର ରେ ଚିକିତ୍ସା ହେଉଥିଲେ | ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ପରଲୋକ ହୋଇଛି | ଏମ୍ସର ଅତିରିକ୍ତ ଅଧିକାରୀ ଏହି ସୂଚନା ଦେଇଛନ୍ତି । ବିରୋଧୀ ଦଳର ଉପନେତା ଥିଲେ ବିଷ୍ଣୁ ସେଠୀ । ଲୋକମାନଙ୍କର ବିଭିନ୍ନ ସମସ୍ୟାକୁ ସରକାରଙ୍କ ପାଖରେ ପହଞ୍ଚାଉଥିଲେ |






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..