ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ ଧ୍ରୁବ ସାହୁ। ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ି ସେ ମାଇକ ଭାଙ୍ଗି ଦେଇଥିଲେ। ଆଜି ଅପରାହ୍ନରେ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗକୁ ନେଇ ବିଜେଡି ଓ କଂଗ୍ରେସର ବିଧାୟକମାନେ ପୁଣି ବିଧାନସଭାରେ ହୋହଲ୍ଲା କରିଥିଲେ। ଗୃହର ମଧ୍ୟଭାଗକୁ ଆସି ଅନେକ ବିଜେଡି ଓ କଂଗ୍ରେସ ବିଧାୟକ ହୋହଲ୍ଲା କରିଥିଲେ। ଆଉ ଏହି ସମୟରେ ବିଜେଡି ବିଧାୟକ ଧ୍ରୁବ ସାହୁ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ି ମାଇକ ଭାଙ୍ଗି ଦେଇଥିଲେ। ଅଚଳାବସ୍ଥାକୁ ଦେଖି ବାଚସ୍ପତି ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି।
Also Rea






More Stories
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ରଥଯାତ୍ରାକୁ ଛୋଟଛୁଆ ବୃଦ୍ଧ ଓ ରୋଗୀ ନଆସିବାକୁ ଅପିଲ୍…..
ଓସେପା ଅଫିସରୁ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ…..