ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ନିଜ ଭିଡିଓ ବାର୍ତ୍ତାରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀ ପାଣିଗ୍ରାହୀ । ଆଜି ନିଜ ଇସ୍ତଫାପତ୍ର ସେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି।ଜ୍ୟୋତିପ୍ରକାଶ ପାଣିଗ୍ରାହୀ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସଂସ୍କୃତି ବିଭାଗ ସମ୍ଭାଳୁଥିଲେ। ଚଳିତ ନିର୍ବାଚନରେ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପରିବର୍ତ୍ତେ ବିଜେଡି ସୁବାସିନୀ ସାହୁଙ୍କୁ ସିମୁଳିଆ ଆସନ ପାଇଁ ଟିକେଟ ଦେଇଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..