ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୋଡିୟମ ତଳେ ଧାରଣାରେ ବସିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଆଜି ବିଧାନସଭା ମୌସୁମୀ ଅଧିବେଶନ ପ୍ରଶ୍ନକାଳରେ ପ୍ରଶ୍ନ କରିବାର ସୁଯୋଗ ଦିଆନଯିବାରୁ ଧାରଣାରେ ବସିଛନ୍ତି ପ୍ରଦୀପ ପାଣିଗ୍ରାହୀ। ଏହାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସମର୍ଥନ କରିଛନ୍ତି |
More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ;ଦାବି ପୁରଣ ନହେଲେ ଆନ୍ଦୋଳନ…..
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..