ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି ଯୋଗଦେଇଛନ୍ତି | ସେ ବିଜେଡିରୁ ବହିଷ୍କୃତ ହେବାପରେ ଆଜି ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି | ଭୁବନେଶ୍ୱରସ୍ଥିତ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ସହପ୍ରଭାରୀ ଲତା ଉସେଣ୍ଡି ବିଜେପିର ଉତ୍ତରୀୟ ଓ ଟୋପି ପ୍ରଶାନ୍ତ ଜଗଦ୍ଦେବ ଙ୍କୁ ପ୍ରଦାନ କରିଥିଲେ। ଏହି ଅବସରରେ ବିଜେପିର ବହୁ ବରିଷ୍ଠ ନେତାଙ୍କ ମଧ୍ୟରେ ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପ୍ରସାଦ ହରିଚନ୍ଦନ ପ୍ରମୁଖ ଉପସ୍ଥିତ ଅଛନ୍ତି।







More Stories
ଯିଏ ଶୃଙ୍ଖଳା ଭାଙ୍ଗିବ କାର୍ଯ୍ୟାନୁଷ୍ଠାନ……
ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ…..
ସକାଳୁଆ ସ୍କୁଲ…..