ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଲଓ୍ବାମା ଏବଂ ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍ ବିଧାୟକ ଅମିନୁଲ ଇସ୍ଲାମ ଗିରଫ ହୋଇଛନ୍ତି। ଉଭୟ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ଥିବା ଅମିନୁଲ କହିଥିଲେ। ଉକ୍ତ ମନ୍ତବ୍ୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଆସାମ ପୋଲିସ ନିଜଆଡ଼ୁ ମାମଲା ରୁଜୁ କରିବା ସହ ଅମିନୁଲଙ୍କୁ ଗିରଫ କରିଛି।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..