ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁର୍ନବିଚାର କରିବା ପାଇଁ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ଭାଜପା ବିଧାୟକମାନେ ପ୍ରସ୍ତାବ ଦେଇଛନ୍ତି ।କହିରଖୁଛୁକି, ଓଡ଼ିଶାରେ ବିଧାୟକଙ୍କ ଦରମା ୩ଗୁଣ ବୃଦ୍ଧିକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ପ୍ରସଙ୍ଗକୁ ନେଇ ଅନେକ ମହଲରେ ଅସନ୍ତୋଷ ଦେଖାଯିବା ପରେ ଭାଜପା ବିଧାୟକମାନେ ଏହା ଉପରେ ପୁର୍ନବିଚାର କରିବା ପାଇଁ ଦାବି କରିଛନ୍ତି।






More Stories
ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା:ପ୍ରମାଣ ନାହିଁ, ଲାଗିନି ଭିଡ ହିଂସା ଦଫା…..
ରାଜଧାନୀରେ ‘ନାଇଟ୍ ଅପରେସନ’…..
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..