ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାସ୍ତାକଡ଼ ନାଳକୁ ଖସିପଡ଼ିଲା ମୋ ବସ୍। ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପିତାପଲ୍ଲୀ ପାଖରେ ଭାରସାମ୍ୟ ହରାଇ ‘ମୋ ବସ୍’ଟି ନାଳକୁ ଖସି ପଡ଼ିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିଲା। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
More Stories
ପ୍ରବଳ ଘଡ଼ଘଡ଼ି ସହ ବିଜୁଳି…..
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି…..
ଗଛରେ ପିଟି ହେଲା ବିମାନ…..