ରିପୋର୍ଟ କାର୍ଡ / କଟକ
ହୁତୁ ହୁତୁ ହୋଇ ଜଳିଗଲା ମୋ ବସ୍ | ଆଜି ସିଡ଼ିଏ ସେକ୍ଟର-୯ ରାସ୍ତା ଉପରେ ମୋ ବସ୍ ଜଳିଯାଇଛି । ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଆଜି ସକାଳୁ ହଠାତ ମୋ ବସରେ ନିଆଁ ଲାଗିଯାଇଥିଲା । ଫଳରେ ବସର କିଛି ଅଂଶ ପୋଡି ସମୂର୍ଣ୍ଣ ନଷ୍ଟ ହୋଇଯାଇଛି । ନିଆଁ କେଉଁଥି ପାଇଁ ଲାଗିଲା ତାହାର କାରଣ ଜଣାପଡିନାହିଁ ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..