ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ପ୍ରତି ପଞ୍ଚାୟତକୁ ଗଡ଼ିବ ମୋ’ ବସ୍। ‘ଲକ୍ଷ୍ମୀ’ ଯୋଜନାରେ ଗ୍ରାମାଞ୍ଚଳରେ ଦିଆଯିବ ପରିବହନ ସୁବିଧା। ବ୍ଲକରୁ ପ୍ରତି ପଞ୍ଚାୟତକୁ ଚାଲିବ ମୋ’ ବସ୍। ପ୍ରଥମ ପର୍ଯାୟରେ ପାଇଲଟ୍ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି। କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି, କଳାହାଣ୍ଡି ଓ ଗଜପତି ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ନିଆଯାଇଛି। ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ପଞ୍ଚାୟତକୁ ଚାଲିବ ମୋ’ ବସ୍। ଏନେଇ ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ସଚିବ ଉଷା ପାଢ଼ୀ |






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..