ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ୩ଟି ଜିଲ୍ଲାରେ ‘ମୋ ବସ୍’ ସେବା ଆରମ୍ଭ ହେବ । ୩ଟି ଜିଲ୍ଲା ହେଉଛି ସମ୍ବଲପୁର, ଝାରସୁଗୁଡା ଓ ଗଞ୍ଜାମ । ସମ୍ପ୍ରସାରଣ ଲାଗି ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର-ବେଲପାହାଡ଼ କ୍ଲଷ୍ଟର ଏବଂ ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ-ଦିଗପହଣ୍ଡି କ୍ଲଷ୍ଟରରେ ଏହା ଚଳାଚଳ କରିବ । କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରନ୍ସପୋର୍ଟ (CRUT) ଦ୍ୱାରା ‘ମୋ ବସ୍’ ଚାଲିବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ ।






More Stories
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……