ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲାରେ ୩୮ଟି ମଡେଲ ମଣ୍ଡି ଖୋଲିବ। ଆବଶ୍ୟକତା ଦେଖି ବଡ଼ ଜିଲାରେ ୨ଟି ମଡେଲ ମଣ୍ଡି ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ମଡେଲ ମଣ୍ଡିରେ ବିଶ୍ରାମଗାର ସହିତ ଟିଫିନ ସେଣ୍ଟର ରହିବ। ଏପରିକି ମଣ୍ଡିରେ ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ରହିବ। ରାଜ୍ୟରେ ମଡେଲ ମଣ୍ଡି ଖୋଲିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ ପ୍ରକାଶ କରିଛନ୍ତି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……