ରିପୋର୍ଟ କାର୍ଡ / ଝାରସୁଗୁଡା
ଆଜି ଝାରସୁଗୁଡା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ ୧୧ଟା ୧୦ମିନିଟରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଯାଇ ୧୧ଟା ୨୫ରେ ଅମଲିପାଲି ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦୀ । ଯୁବ ସମାବେଶରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ । ପ୍ରାୟ ଏକ ଘଣ୍ଟାର କାର୍ଯ୍ୟକ୍ରମ ଭିତରେ ୧୭୦୦କୋଟି ଟଙ୍କାର ୩ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ଲୋକାର୍ପଣ କରିବେ । ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦୀ । ବ୍ରହ୍ମପୁରରୁ






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..