ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ବୋଲି କ୍ରେମ୍ଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର କହିଛନ୍ତି। ମସ୍କୋରୁ ଭର୍ଚୁଆଲି ଖବରଦାତାମାନଙ୍କୁ ଉଦ୍ବୋଧନ ଦେଇ ପେସ୍କୋଭ କହିଛନ୍ତି, ରାଷ୍ଟ୍ରପତି ପୁଟିନ୍ଙ୍କ ନୂଆଦିଲ୍ଲୀ ଗସ୍ତ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଉ ଏକ ଦ୍ୱିପାକ୍ଷିକ ଆଲୋଚନା ନେଇ ଆମେ ଅପେକ୍ଷା କରିଛୁ।






More Stories
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..
ସରକାରଙ୍କ ନୂଆ ନିୟମ…..
ଦିଲ୍ଲୀ ପୂର୍ବତନ ମୁଖ୍ୟ ସଚିବ ରାକେଶ ମେହେଟ୍ଟାଙ୍କ ଆତ୍ମହତ୍ୟା…..