ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୋଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..