Report Card Odisha

| Daily Odia News

ଇସ୍ତଫା ଦେଲେ ମହମ୍ମଦ ମୋକିମ୍….

ରିପୋର୍ଟ କାର୍ଡ / କଟକ

ରାଜ୍ୟ କଂଗ୍ରେସକୁ ଆଉ ଏକ ଝଟ୍‌କା । ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଇଛନ୍ତି ମହମ୍ମଦ ମୋକିମ୍ ।ଏବେ ସେ ବାରବାଟୀ-କଟକ ବିଧାୟକ ଅଛନ୍ତି  । ତେବେ ଇସ୍ତଫା ଦେବା ପରେ ମହମ୍ମଦ ମୋକିମ  କହିଛନ୍ତି ଯେ, ଏହା ଦଳର ଆଭ୍ୟନ୍ତରୀଣ ବିଷୟ, । ଦଳରେ ଆଲୋଚନା ହେବା ଉଚିତ୍ । ଏନେଇ ଗଣମାଧ୍ୟମରେ ଚର୍ଚ୍ଚା ହେବା ଠିକ୍ ନୁହେଁ । କଂଗ୍ରେସ ଛାଡି ବିଜେଡିରେ ମିଶିବା ପ୍ରସଙ୍ଗକୁ ଏଡାଇ ଦେଇଛନ୍ତି ମୋକିମ୍ ।

Breaking News