ରିପୋର୍ଟ କାର୍ଡ / ଭୁବନେଶ୍ୱର
ORHDC ଦୁର୍ନୀତି ମାମଲାରେ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କାର ଜରିମାନା ହୋଇଛି | ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମ ଏବଂ ପୂର୍ବତନ IAS ବିନୋଦ କୁମାର ଙ୍କୁ ୩ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ | କମ୍ପାନୀ ସେକ୍ରେଟେରୀ ସ୍ବସ୍ତିରଂଜନ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲଦଣ୍ଡାଦେଶ ହୋଇଛି | ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତି ଙ୍କୁ ୩ ବର୍ଷ ଜେଲଦଣ୍ଡ ହୋଇଥିବା ସୂଚନା ମିଳିଛି | ଅନୁସୂଚିତ ଅନୁଗ୍ରହ ଦେଖାଇ ଋଣ ଦେବା ମାମଲାରେ ଦଣ୍ଡାଦେଶ ହୋଇଛି | ବିନୋଦ କୁମାର ORHDC ର ଏମଡି ଥିବା ବେଳେ ମେଟ୍ରୋ ବିଲଡର୍ସ କୁ ୧୫୦ ଲକ୍ଷ ଟଙ୍କାର ଋଣ ଦେଇଥିବା ଜଣାପଡିଛି |






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……