ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନର ରହଣିରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଙ୍ଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି । ମନମୋହନ ଦଳର କିଛି ବରିଷ୍ଠ ନେତାଙ୍କୁ ସାକ୍ଷାତ କରିବା ନେଇ ସୂଚନା ରହିଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……