ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନର ରହଣିରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଙ୍ଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି । ମନମୋହନ ଦଳର କିଛି ବରିଷ୍ଠ ନେତାଙ୍କୁ ସାକ୍ଷାତ କରିବା ନେଇ ସୂଚନା ରହିଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..