ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଟୁଇଟ୍ କରି କହିଛନ୍ତି, ଆପଣଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଭାରତକୁ ନୂତନ ଦିଗଦର୍ଶନ ଦେଇଛି। ଓଡ଼ିଶା ସମେତ ସମଗ୍ର ଦେଶରେ ବିକାଶର ସଫଳତା ସମ୍ଭବ ହୋଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା। ଆପଣ ଜାତୀୟ ସେବାର ମହାନ କାର୍ଯ୍ୟକୁ ଆହୁରି ଆଗକୁ ନିଅନ୍ତୁ ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….