ରିପୋର୍ଟ କାର୍ଡ / ମୋହନା
ଚାଓମିନ୍ ଫ୍ୟାକ୍ଟ୍ରିରେ ଶ୍ୱାସରୁଦ୍ଧ ହେବାରୁ ୩ଜଣ କର୍ମଚାରୀଙ୍କର ମୃତ୍ୟୁ ଘଟିଛି । ମୋହନା ନାରାୟଣ ନଗରରେ ଥିବା ଫ୍ୟାକ୍ଟ୍ରିରେ ଶ୍ୱାସରୁଦ୍ଧ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ କର୍ମଚାରୀ ବୁଧବାର ରାତିରେ ଫ୍ୟାକ୍ଟ୍ରିରେ ଶୋଇଥିବା ବେଳେ ଗ୍ୟାସ୍ ଲିକ୍ ହେବାରୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ । ଘଟଣାସ୍ଥଳରେ ମୋହନା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..