ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟିକସ ଫାଙ୍କିବା ଅଭିଯୋଗରେ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗର ଚଢ଼ଉ ସମୟରେ ମିଳିଥିବା ଟଙ୍କା ଭାରତୀୟ ରିଜର୍ଭ ବ୍ୟାଙ୍କ କୁ ଯାଇଛି। ସେଠାକୁ ଯାଇଥିବା ଜବତ ଟଙ୍କା ଆଉ ଥରେ ଗଣାଯିବ। ଆୟକର ବିଭାଗ ଟଙ୍କା ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ମଧ୍ୟ ନେଇଛି। ପାଖାପାଖି ୧୦୫ କୋଟି ଟଙ୍କାର ମନି ରିସିପ୍ ମଧ୍ୟ ଇନକମ୍ ଟ୍ୟାକ୍ସ ଅଧିକାରୀ ସାଙ୍ଗରେ ନେଇ ଯାଇଛନ୍ତି।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..