ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ଉଠିପାରେ ୫ଟି ପ୍ରସଙ୍ଗ। ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତ ଓ ରାଜ୍ୟରେ ଅଗଣତାନ୍ତ୍ରିକ ବ୍ୟବସ୍ଥା ଚାଲିଥିବା ଅଭିଯୋଗ କରି ବିରୋଧୀ ଏହି ପ୍ରସଙ୍ଗ ଉଠାଇ ବନେଇ ଚର୍ଚ୍ଚା ହେଉଛି | ବିରୋଧୀ ବିଜେପି ଓ କଂଗ୍ରେସ ଦଳ ନିଜ ନିଜ ରଣନୀତି ଅନୁସାରେ ସରକାରଙ୍କୁ ଘେରିବେ ବୋଲି ସୂଚନା ମିଳିଛି। ସରକାରୀ ଅର୍ଥକୁ ଦଳୀୟ କାର୍ଯ୍ୟରେ ବିନିଯୋଗ କରିବା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ବେକାରୀ, ଶିକ୍ଷା, ସ୍ୱାସ୍ଥ୍ୟ ଓ ବଜେଟ୍ ଅର୍ଥ ଖର୍ଚ୍ଚ ନହେବା ଭଳି ପ୍ରସଙ୍ଗକୁ ଆୟୁଧ କରିବେ ବିରୋଧୀ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..