ରିପୋର୍ଟ କାର୍ଡ / ଭୁବନେଶ୍ଵର
ଓଡ଼ିଶାରେ ଆଉ ୨୩ ଓମିକ୍ରାନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲ୍ଏସ୍) ପକ୍ଷରୁ
ଆଜିସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଆଜିର ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଏହି ୨୩ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରେ ଉଭୟ ବିଦେଶ ଫେରନ୍ତା ଓ ସ୍ଥାନୀୟ ଲୋକ ରହିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ କେତେ ଜଣ ବିଦେଶରୁ ଫେରିଥିଲେ, ତାହା ଜଣାପଡ଼ି ନାହିଁ। ଦୁଇ ଦିନ ତଳେ କେତେକ ନମୂନାକୁ ଜିନମ ସିକ୍ୱେନ୍ସ ପାଇଁ ପଠା ଯାଇଥିବା ବେଳେ ସେଥି ମଧ୍ୟରୁ ୨୩ ଜଣ ଓମିକ୍ରନ୍ରେ ଆକ୍ରାନ୍ତ ଥିବା ରିପୋର୍ଟ ଆସିଛି।






More Stories
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..
ପ୍ରବଳ ବର୍ଷା ସମ୍ଭାବନା…..