ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍। ଅନ୍ୟପକ୍ଷରେ ଆଜିଠୁ ବନ୍ଦ ରହିଛି ଏମ୍ସ ଓପିଡି । ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ୨ ଦିନ ଓପିଡି ବନ୍ଦ ନେଇ ପୂର୍ବରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..