ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍। ଅନ୍ୟପକ୍ଷରେ ଆଜିଠୁ ବନ୍ଦ ରହିଛି ଏମ୍ସ ଓପିଡି । ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ୨ ଦିନ ଓପିଡି ବନ୍ଦ ନେଇ ପୂର୍ବରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଥିଲେ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….