ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ୨ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁ ହେବ | ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତି ନେଇଛନ୍ତି | ସକାଳୁଆ ସ୍କୁଲ ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି |
କହିଛନ୍ତି କି ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବେ । ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ । ଏପ୍ରିଲମାସରୁ ରାଜ୍ୟ ସରକାର ମଧ୍ୟହ୍ନ ଭୋଜନ ଆରମ୍ଭ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ।





More Stories
କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର…..
ରାତି୧୦ଟାରେ ଉଠିବ ମହାଦୀପ…..
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..