ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଘର ଭିତରୁ ୫ ମୃତଦେହ ଉଦ୍ଧାର ହୋଇଛି । ମଧ୍ୟପ୍ରଦେଶ ଅଲିରାଜପୁର ଜିଲ୍ଲା ରାଉଡି ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ଘର ଭିତରୁ ଗୋଟିଏ ପରିବାରର ୫ଜଣଙ୍କ ଝୁଲନ୍ତା ମୃତଦେହ ମିଳିଛି। ସ୍ଥାନୀୟ ପୋଲିସ ଦମ୍ପତ୍ତିଙ୍କ ସହ ୩ ଶିଶୁଙ୍କର ମୃତଦେହ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସଠିକ୍ ଭାବେ ଜଣାପଡିନାହିଁ। ପୋଲିସ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..