ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଂସଦ ଅପରାଜିତା ଷଡଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି। ଆଇପିୟୁ କାର୍ଯ୍ୟକାରୀ କମିଟି ଦ୍ଵାରା ମନୋନୀତ ହୋଇଥିବା ସୂଚନା ମିଳିଛି। ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ସୂଚନା ପାଇଥିବା ସେ ଏକ୍ସରେ ଜଣାଇଛନ୍ତି। ଗତ ମାର୍ଚ୍ଚ ମାସରେ ଜେନିଭାରେ ଆଇପିୟୁ ଆସେମ୍ବଲିରେ ଅପରାଜିତା ଭାଗ ନେଇଥିଲେ। ଏସିଆ ପାସିଫିକ୍ ଗ୍ରୁପ୍ ସାଂସଦକୁ ନେଇ ଆଇପିୟୁ-ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିଅନ ଗଠିତ ହୋଇଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..