ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ପ୍ରକଳ୍ପକୁ ବନ୍ଦ ନିଷ୍ପତ୍ତି ଉପରେ ପୁନଃବିଚାର କରିବାକୁ ଅପରାଜିତା ଚିଠି ଲେଖିଛନ୍ତି । ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ପୁନଃବିଚାର କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ସାଂସଦ ଅପରାଜିତା । ସେ କହିଛନ୍ତି ଯେ, କିଛି ପ୍ରକଳ୍ପ ଲାଭ ପାଇଁ ନୁହେଁ ବରଂ ଜନସାଧାରଣଙ୍କ ହିତ ପାଇଁ କରାଯାଏ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..
ଲଘୁଚାପ ଘନୀଭୂତ ସମ୍ଭାବନା କମ୍….