ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆପ ସାଂସଦ ସଞ୍ଜୟ ସିଂଙ୍କୁ ରାଜ୍ୟସଭାର ସମ୍ପୂର୍ଣ୍ଣ ମୌସୁମୀ ଅଧିବେଶନରୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ଆସାମରୁ ରାଜ୍ୟସଭା ଏମପି ଥିବା ସଞ୍ଜୟ ମଣିପୁର ଘଟଣାରେ ସରକାରଙ୍କୁ ଘେରିବା ଆରମ୍ଭ କରିଥିବାବେଳେ ଗୃହର ଶୃଙ୍ଖଳାଭଙ୍ଗ କରିଛନ୍ତି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ଏହି କାର୍ଯ୍ୟାନୁଷ୍ଠାନ ପୀୟୂଷ ଗୋଏଲଙ୍କ ଅଭିଯୋଗ ଆଧାରରେ ଗ୍ରହଣ କରିଛନ୍ତି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..