ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓ୍ବକ୍ଫ ବିଲ୍କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ସାଂସଦ ସସ୍ମିତ ପାତ୍ର। ସେ ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ଅନ୍ୟପଟେ ଓ୍ବକ୍ଫ ବିଲ୍କୁ ନେଇ ବିବାଦ ବଢ଼ି ଚାଲିଥିବା ବେଳେ ସସ୍ମିତ ମୁହଁ ନ ଖୋଲିବା ପରିସ୍ଥିତିକୁ ଆହୁରି ଜଟିଳ କରୁଛି। ଦଳ ଏନେଇ ସ୍ପଷ୍ଟୀକରଣ ଦେବ ବୋଲି ସେ କହିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….