ଆମ ସହର କୁଆଖାଇ ନଦୀରେ ଯୁବକଙ୍କ ମୃତଦେହ ଉଦ୍ଧାର…. Report Card Bureau February 18, 2022 ରିପୋର୍ଟ କାର୍ଡ / ଭୁବନେଶ୍ବରକୁଆଖାଇ ନଦୀରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି ମୃତଦେହକୁ ଉଦ୍ଧାର କରିଛନ୍ତି | ମୃତଦେହର ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ନନ୍ଦନକାନନ ଥାନା ପୋଲିସର ତଦନ୍ତ ଜାରି ରହିଛି । Post navigationPrevious ମହାରାଷ୍ଟ୍ରରେ ବାର୍ଡ ଫ୍ଲୁ……Next ୩୮ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଅପରାଧ ଆମ ସହର ରାଜ୍ୟ ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ….. October 12, 2026 Report Card Bureau 1 min read ଆମ ସହର ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ…. October 2, 2026 Report Card Bureau ଅପରାଧ ଆମ ସହର ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !…. October 1, 2026 Report Card Bureau
More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….