ରିପୋର୍ଟ କାର୍ଡ / ପୁରୀ
ବଳିଆପଣ୍ଡା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ହତ୍ୟା କରାଯିବା ପରେ ଦୁର୍ବୃତ୍ତମାନେ ରାସ୍ତାରେ ତାଙ୍କ ମୃତଦେହ ଫିଙ୍ଗି ଚାଲିଯାଇଛନ୍ତି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି। ଯୁବକ ଜଣକୁ ଅନ୍ୟ କେଉଁଠାରେ ହତ୍ୟା କରାଯିବା ପରେ ଏଠାରେ ଆଣି ଫିଙ୍ଗିଦିଆଯାଇଥିବା ସନ୍ଦେହ କରାଯାଉଛି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..