ରିପୋର୍ଟ କାର୍ଡ / ପାରାଦୀପ
ପାରାଦୀପ ରେବିକା ବାର ପଛ ପଟେ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଯୁବକକୁ ତଣ୍ଟି କାଟି ହତ୍ୟା କରାଯାଇଛି । ମୃତ ଯୁବକଙ୍କ ଘର କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ବ୍ଲକ ଗଣ୍ଡାଖିଆ ଲୋକନାଥ ପୁର ଗାଁରେ ଓ ତାଙ୍କ ନାମ ଟୁବୁଲୁ ଜେନା । ସେ ରେବିକା ବାରରେ କିଛି ଦିନ ହେବ କାର୍ଯ୍ୟ କରୁଥିବା ଜଣାପଡ଼ଛି। କିଏ କଣ ପାଇଁ ହତ୍ୟା କଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ରେବିକା ବାରର ପରିଚାଳକଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।






More Stories
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…..
କାର୍କୁ ଘୋଷାଡ଼ି ନେଲା ଟ୍ରକ…..