ରିପୋର୍ଟ କାର୍ଡ / କଟକ
କଟକ ମହାନଦୀବିହାର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜନ୍ମ କଲା ମାଆର ଗଳାକାଟି ଦୁଇ ପୁଅ ଅହତ୍ୟା କରିଛନ୍ତି |ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଜବତ କରାଯାଇଛି । ଖବର ପାଇ ଚାଉଳିଆଗଞ୍ଜ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳାଙ୍କ ୨ ପୁଅ ଥିବା ବେଳେ ବଡ ପୁଅକୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ବେଳେ ସାନପୁଅ ଫେରାର ଥିବା କୁହାଯାଉଛି ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..