Report Card Odisha

| Daily Odia News

ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି | ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।୭୦ରୁ ଅଧିକ ଓଡ଼ିଆ ଫିଲ୍ମରେ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ୮୦ରୁ ଅଧିକ ଓଡ଼ିଆ ଚଳଚିତ୍ରରେ ଗୀତ ରଚନା କରିଥିଲେ | ଦୀର୍ଘଦିନ ଧରି ସେ କ୍ୟାନ୍ସରରେ ପୀଡିତ ଥିଲେ | ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଯାଇଛି |

Breaking News