ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ‘ମୋ ଡାଏରୀ’ ପ୍ରଦାନ କରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହା ଦିଆଯିବ । ୨୦୨୧-୨୨ ୟୁ-ଡାଇସ ତଥ୍ୟ ଅନୁଯାୟୀ ଜିଲ୍ଲାୱାରୀ ନାମଲେଖା ସଂଖ୍ୟା ଅନୁଯାୟୀ ଏହି ମୋ ଡାଏରୀ ପ୍ରସ୍ତୁତ କରାଯାଇଛି । ଏହାବ୍ୟତୀତ ସମସ୍ତ ସରକାରୀ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟକୁ ଏକାଡେମିକ କ୍ୟାଲେଣ୍ଡର ଦିଆଯିବାକୁ ବ୍ୟବସ୍ଥା ହୋଇଥିବା ଜଣାପଡିଛି ।
More Stories
ଆସୁଛି ଲଘୁଚାପ !ପ୍ରବଳ ବର୍ଷା ସମ୍ଭାବନା…..
ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ…..
ରେଡ଼ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଶୁଭମିତ୍ରାଙ୍କ ମର୍ଡର କେସ……