ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ‘ମୋ ଡାଏରୀ’ ପ୍ରଦାନ କରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହା ଦିଆଯିବ । ୨୦୨୧-୨୨ ୟୁ-ଡାଇସ ତଥ୍ୟ ଅନୁଯାୟୀ ଜିଲ୍ଲାୱାରୀ ନାମଲେଖା ସଂଖ୍ୟା ଅନୁଯାୟୀ ଏହି ମୋ ଡାଏରୀ ପ୍ରସ୍ତୁତ କରାଯାଇଛି । ଏହାବ୍ୟତୀତ ସମସ୍ତ ସରକାରୀ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟକୁ ଏକାଡେମିକ କ୍ୟାଲେଣ୍ଡର ଦିଆଯିବାକୁ ବ୍ୟବସ୍ଥା ହୋଇଥିବା ଜଣାପଡିଛି ।
More Stories
୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ୍ ସେବା…..
ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେବେ ରାଷ୍ଟ୍ରପତି….
ବିଜେଡି ଛାଡ଼ିଲେ ରଘୁପତି ମହାନ୍ତି…..