ରିପୋର୍ଟ କାର୍ଡ / ମୟୁରଭଞ୍ଜ
ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ଗଣଦୁଷ୍କର୍ମ ମାମଲାରେ ୪ ଜଣ ଗିରଫ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୪ ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଇଟାଭାଟି ନିକଟରେ ଖେଳୁଥିବା ବେଳେ ଟେକି ନେଇ ଦୁଷ୍କର୍ମ କରିଥିଲେ । ଅଭିଯୋଗକୁ ଆଧାର କରି ୨ ନାବାଳକ ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ ।






More Stories
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..