Report Card Odisha

| Daily Odia News

ନନ୍ଦନବିହାରରେ ଭୟଙ୍କର ଅଗ୍ନିକାଣ୍ଡ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଇନ୍‌ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳର ଏକ ୩ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିଶମ ବାହିନୀ ପହଂଚି ଘର ଭିତରୁ ୩ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ସୂଚନା ଅନୁସାରେ, ସର୍ଟ ସର୍କିଟ ଯୋଗୁଁ ଆଜି ସକାଳ ସମୟରେ ନିଆଁ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ କରିବା ପାଇଁ ଚନ୍ଦ୍ରଶେଖରପୁରର ୩ଟି ଦମକଳ ଗାଡ଼ିକୁ ନିୟୋଜିତ କରାଯାଇଥିଲା ।

Breaking News