Report Card Odisha

| Daily Odia News

ନାରାୟଣ ମହାପାତ୍ର ଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆନ୍ତର୍ଜାତୀୟ ହ୍ୟୁମାନଟେରିଆନ ଅନୁଷ୍ଠାନ ଇଜିପ୍ଟ ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେଆଜି ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଡ ନାରାୟଣ ମହାପାତ୍ର ଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି | ଟ୍ରଷ୍ଟ ପକ୍ଷରୁ ସମାଜ ରେ ଅବହେଳିତ ବୃଦ୍ଧ ବାପା ମା ଓ ଅବହେଳିତ ଛୋଟ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ କିଛି ସମୟ ଖୁସି ଓ ଶାନ୍ତି ବାଣ୍ଟୁ ଥିବାରୁ ଏହି ସମ୍ମାନ ପ୍ରଦାନ କରଯାଇଛି | ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ର ଙ୍କୁ ସମାଜସେବା କ୍ଷେତ୍ର ରେ ସମ୍ମାନସୂଚକ ଡକ୍ଟରେଟ ଉପାଧି ପ୍ରଦାନ କରିଛନ୍ତି |

Breaking News