ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁରୀ ସିଂହଦ୍ବାର ଗୁମୁଟରୁ ଡେଇଁ କିନ୍ନରଙ୍କ ଆତ୍ମହତ୍ୟା ମାମଲାରେ ଜାତୀୟ ମାନବ ଅଧିକାର ଆୟୋଗ ମହିଳା, ଶିଶୁ ବିଭାଗ, ମିଶନ ଶକ୍ତି ସଚିବ, ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କ ଠାରୁ ଆକ୍ସନ ଟେକେନ୍ ରିପୋର୍ଟ ତଲବ କରିଛନ୍ତି। ଚାରି ସପ୍ତାହ ଭିତରେ ରିପୋର୍ଟ ଦାଖଲ କରିବା ପାଇଁ ଏନ୍ଏଚ୍ଆରସିଙ୍କ ପକ୍ଷରୁ ସମୟ ସୀମା ଧାର୍ଯ୍ୟ କରାଯାଇଛି। ନିମାପଡ଼ାର ବଳରାମ ରାଉତ(୩୬) ନାମକ କିନ୍ନରଙ୍କ ଆତ୍ମହତ୍ୟା ମାମଲାରେ ମାନବ ଅଧିକାର କର୍ମୀ ତଥା ସୁପ୍ରିମକୋର୍ଟର ଆଇନଜୀବୀ ରାଧାକାନ୍ତ ତ୍ରିପାଠୀଙ୍କ ଦ୍ବାରା ଦାଖଲ କରାଯାଇଥିବା ପିଟିସନକୁ ଗ୍ରହଣ କରି ଏନ୍ଏଚ୍ଆର୍ସି ତିନି ବରିଷ୍ଠ ଅଧିକାରୀଙ୍କ ଠାରୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଲୋଡ଼ିଛନ୍ତି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……